ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ପ୍ରଧାନମନ୍ତ୍ରୀ ଶଶାଙ୍କଆସନର ଭିଡିଓ ସେୟାର କଲେ

Posted On: 19 JUN 2024 8:36AM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶଶାଙ୍କଆସନ (ଠେକୁଆ ଭଙ୍ଗୀ)ର ଏକ ଭିଡିଓ ସେୟାର କରିଛନ୍ତି । ଏହି ଯୋଗାସନ ଅଜୀର୍ଣ୍ଣରୁ ମୁକ୍ତି ଦେବା ସହ ହଜମ ଶକ୍ତିକୁ ବୃଦ୍ଧି କରିଥାଏ ।

ଏହି ଆସନ ପିଠି ଯନ୍ତ୍ରଣାରୁ ମଧ୍ୟ ମୁକ୍ତି ଦିଏ । ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିବା ବ୍ୟକ୍ତିମାନେ ଏହି ଆସନ କରିବା ପୂର୍ବରୁ ସତର୍କ ରହିବା ଉଚିତ ।

ଆଗକୁ ଆନ୍ତର୍ଜାତିକ ଯୋଗ ଦିବସର ଦଶମ ସଂସ୍କରଣ ଥିବା ବେଳେ ତାହା ପୂର୍ବରୁ ପ୍ରଧାନମନ୍ତ୍ରୀ ସେୟାର କରିଥିବା ଏହି ଭିଡିଓରେ ଉକ୍ତ ଯୋଗାସନର ଭଙ୍ଗୀ ସମ୍ପର୍କରେ ହିନ୍ଦୀ ଓ ଇଂରାଜୀରେ ବିସ୍ତୃତ ଭାବେ ବର୍ଣ୍ଣନା କରାଯାଇଛି ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

“ଏଥିପାଇଁ ଆପଣମାନେ ନିଶ୍ଚିତ ଭାବେ ନିୟମିତ ଶଶାଙ୍କଆସନ ଅଭ୍ୟାସ କରିବା ଉଚିତ...”

SR



(Release ID: 2026420) Visitor Counter : 21