ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମହାରାଷ୍ଟ୍ରର ରାଜ୍ୟପାଳ
ପୋଷ୍ଟ କରାଯିବା ଦିନାଙ୍କ:
19 JUN 2024 10:51PM by PIB Bhubaneshwar
ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀ ରମେଶ ବୈସ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି ଯେ,
“ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀ ରମେଶ ବୈସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।”
SR
(ରିଲିଜ ଆଡି: 2026884)
ପରିଦର୍ଶକ କାଉଣ୍ଟର : 78
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Hindi_MP
,
Marathi
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam