ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ରାଜସ୍ଥାନ ରାଜ୍ୟପାଳ

प्रविष्टि तिथि: 18 JUN 2024 3:26PM by PIB Bhubaneswar

ରାଜସ୍ଥାନ ରାଜ୍ୟପାଳ  ଶ୍ରୀ କଲରାଜ ମିଶ୍ର ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:

“ରାଜସ୍ଥାନ ରାଜ୍ୟପାଳ ଶ୍ରୀ କଲରାଜ ମିଶ୍ର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।”

SR


(रिलीज़ आईडी: 2026932) आगंतुक पटल : 97
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Hindi_MP , Marathi , Assamese , Manipuri , Bengali , Punjabi , Gujarati , Tamil , Telugu , Kannada , Malayalam