ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ୧୦ମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କଲା

प्रविष्टि तिथि: 21 JUN 2024 2:12PM by PIB Bhubaneswar

 

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଆଜି ସକାଳେ ୧୦ମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରିଛି ଯୋଗ ଅଧିବେଶନରେ ପିଏମ୍ଓରେ ରାଜ୍ୟ ମନ୍ତ୍ରୀ .ଜିତେନ୍ଦ୍ର ସିଂ, ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟ ସଚିବ . ପି.କେ. ମିଶ୍ର, ବରିଷ୍ଠ ଅଧିକାରୀ ଏବଂ ଅନ୍ୟମାନେ ଅଂଶଗ୍ରହଣ କରିଥିଲେ

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ୍ସରେ ପୋଷ୍ଟ କରିଛି;

ଆଜି ସକାଳେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ୧୦ମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା ଏହି ଯୋଗ ଅଧିବେଶନରେ ପିଏମ୍ଓରେ ରାଜ୍ୟ ମନ୍ତ୍ରୀ . ଜିତେନ୍ଦ୍ର ସିଂ, ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟ ସଚିବ . ପି. କେ. ମିଶ୍ର, ବରିଷ୍ଠ ଅଧିକାରୀ ଏବଂ ଅନ୍ୟମାନେ ଅଂଶଗ୍ରହଣ କରିଥିଲେ

SR


(रिलीज़ आईडी: 2027848) आगंतुक पटल : 89
इस विज्ञप्ति को इन भाषाओं में पढ़ें: Tamil , English , Urdu , Marathi , हिन्दी , Hindi_MP , Manipuri , Bengali , Assamese , Punjabi , Gujarati , Telugu , Kannada , Malayalam