ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ଝାଡ଼ଖଣ୍ଡ ରାଜ୍ୟପାଳ
Posted On:
21 JUN 2024 8:40PM by PIB Bhubaneshwar
ଝାଡ଼ଖଣ୍ଡର ରାଜ୍ୟପାଳ ଶ୍ରୀ ସି.ପି. ରାଧାକ୍ରିଷ୍ଣନ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ ହୋଇଛି:
“ଝାଡ଼ଖଣ୍ଡର ରାଜ୍ୟପାଳ ଶ୍ରୀ ସି.ପି. ରାଧାକ୍ରିଷ୍ଣନ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି@narendramodi “
SR
(Release ID: 2027849)
Visitor Counter : 21
Read this release in:
English
,
Urdu
,
Hindi
,
Hindi_MP
,
Marathi
,
Manipuri
,
Assamese
,
Bengali
,
Punjabi
,
Gujarati
,
Tamil
,
Tamil
,
Telugu
,
Malayalam