ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ଗୋଆ ମୁଖ୍ୟମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 24 JUN 2024 2:23PM by PIB Bhubaneswar

ଗୋଆ ମୁଖ୍ୟମନ୍ତ୍ରୀ ଡ. ପ୍ରମୋଦ ସାୱନ୍ତ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ ହୋଇଛି:

“ଗୋଆ ମୁଖ୍ୟମନ୍ତ୍ରୀ @DrPramodPSawant ପ୍ରଧାନମନ୍ତ୍ରୀ @narendramodi ଙ୍କୁ ଭେଟିଲେ” ।

SR


(ରିଲିଜ ଆଡି: 2028333) ପରିଦର୍ଶକ କାଉଣ୍ଟର : 103