ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ

प्रविष्टि तिथि: 25 JUN 2024 1:21PM by PIB Bhubaneshwar

ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଶ୍ରୀ ପୁଷ୍କର ସିଂ ଧାମି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:

“ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଶ୍ରୀ ପୁଷ୍କର ସିଂ ଧାମି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ।”

SR


(रिलीज़ आईडी: 2028495) आगंतुक पटल : 90
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Hindi_MP , Marathi , Manipuri , Bengali , Bengali-TR , Assamese , Punjabi , Gujarati , Tamil , Telugu , Kannada , Malayalam