ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପଞ୍ଜାବ ରାଜ୍ୟପାଳ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ଚଣ୍ଡିଗଡ଼ର ପ୍ରଶାସକ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ

प्रविष्टि तिथि: 26 JUN 2024 12:22PM by PIB Bhubaneswar

ପଞ୍ଜାବର ରାଜ୍ୟପାଳ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ଚଣ୍ଡିଗଡ଼ର ପ୍ରଶାସକ ଶ୍ରୀ ବନୱରିଲାଲ ପୁରୋହିତ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପୋଷ୍ଟ ହୋଇଛି:

“ପଞ୍ଜାବର ରାଜ୍ୟପାଳ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ଚଣ୍ଡିଗଡ଼ର ପ୍ରଶାସକ ଶ୍ରୀ ବନୱରିଲାଲ ପୁରୋହିତ ପ୍ରଧାନମନ୍ତ୍ରୀ @narendramodi ଙ୍କୁ ଭେଟିଛନ୍ତି” ।

SR


(रिलीज़ आईडी: 2028738) आगंतुक पटल : 103
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Hindi_MP , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam