ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ତ୍ରିପୁରା ମୁଖ୍ୟମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 27 JUN 2024 4:04PM by PIB Bhubaneswar

ତ୍ରିପୁରାର ମୁଖ୍ୟମନ୍ତ୍ରୀ . ମାନିକ ସାହା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍) ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି ଯେ;

ତ୍ରିପୁରାର ମୁଖ୍ୟମନ୍ତ୍ରୀ . ମାନିକ ସାହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି

 

  SR


(ରିଲିଜ ଆଡି: 2029136) ପରିଦର୍ଶକ କାଉଣ୍ଟର : 94