ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ସ୍ୱାମୀ ବିବେକାନନ୍ଦଙ୍କ ପୂଣ୍ୟ ତିଥିରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

प्रविष्टि तिथि: 04 JUL 2024 9:44AM by PIB Bhubaneshwar

ସ୍ୱାମୀ ବିବେକାନନ୍ଦଙ୍କୁ ତାଙ୍କ ପୂଣ୍ୟ ତିଥିରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:

“ସ୍ୱାମୀ ବିବେକାନନ୍ଦଙ୍କୁ ତାଙ୍କ ପୂଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଜଣାଉଛି । ତାଙ୍କ ଶିକ୍ଷା ଲକ୍ଷାଧିକ ଲୋକଙ୍କୁ ସାହସ ଦେଇଛି । ତାଙ୍କର ଗଭୀର ଜ୍ଞାନ ଏବଂ ନିୟମିତ ଜ୍ଞାନର ସନ୍ଧାନ ଅଭ୍ୟାସ ସମସ୍ତଙ୍କୁ ପ୍ରୋତ୍ସାହିତ କରିଥାଏ । ଏକ ସମୃଦ୍ଧ ଓ ବିକଶିତ ସମାଜ ଗଠନ ଲାଗି ଥିବା ତାଙ୍କର ସ୍ୱପ୍ନକୁ ପୂରଣ କରିବା ପାଇ ଆମେ ଆମର ପ୍ରତିବଦ୍ଧତାକୁ ଦୋହରାଉଛୁ” ।

 

SR


(रिलीज़ आईडी: 2030651) आगंतुक पटल : 87
इस विज्ञप्ति को इन भाषाओं में पढ़ें: English , Urdu , Hindi_MP , हिन्दी , Marathi , Manipuri , Assamese , Bengali , Punjabi , Gujarati , Tamil , Telugu , Kannada , Malayalam