ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ

Posted On: 04 JUL 2024 4:32PM by PIB Bhubaneshwar

ତେଲଙ୍ଗାନାର ମୁଖ୍ୟମନ୍ତ୍ରୀ ଶ୍ରୀ ରେବନ୍ଥ ରେଡି ଓ ତେଲଙ୍ଗାନାର ଉପମୁଖ୍ୟମନ୍ତ୍ରୀ ଶ୍ରୀ ଭଟ୍ଟି ବିକ୍ରମଆର୍କା ମାଲ୍ଲୁ ନୂଆଦିଲଲୀରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ ହୋଇଛି:

“ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଶ୍ରୀ  @revanth_anumula ଏବଂ ଉପମୁଖ୍ୟମନ୍ତ୍ରୀ ଶ୍ରୀ ଭଟ୍ଟି ବିକ୍ରମଆର୍କା ମାଲ୍ଲୁ ପ୍ରଧାନମନ୍ତ୍ରୀ @narendramodi ଙ୍କୁ ଭେଟିଛନ୍ତି ।”

SR



(Release ID: 2030883) Visitor Counter : 2