ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କୁ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
06 JUL 2024 10:19AM by PIB Bhubaneshwar
ଡ. ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଆଜି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ମାତୃଭୂମି ପ୍ରତି ତାଙ୍କ ଭକ୍ତି ଓ ତ୍ୟାଗ ଦେଶବାସୀଙ୍କୁ ସର୍ବଦା ପ୍ରେରଣା ଯୋଗାଇ ଆସୁଥିବ ।
ଶ୍ରୀ ମୋଦୀ ଏକ୍ସରେ ପୋଷ୍ଟ କରିଛନ୍ତି:
“ନିଜର ପ୍ରଖର ରାଷ୍ଟ୍ରବାଦୀ ବିଚାର ଦ୍ୱାରା ମା ଭାରତୀଙ୍କୁ ଗୌରବାନ୍ୱିତ କରିଥିବା ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କୁ ତାଙ୍କ ଜନ୍ମ ଜୟନ୍ତୀରେ ଆଦରପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି । ମାତୃଭୂମି ପ୍ରତି ତାଙ୍କ ସମର୍ପଣ ଓ ତ୍ୟାଗ ଦେଶବାସୀଙ୍କୁ ସର୍ବଦା ପ୍ରେରଣା ଦେଇ ଆସୁଥିବ” ।
SR
(रिलीज़ आईडी: 2031211)
आगंतुक पटल : 81
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Hindi_MP
,
Assamese
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam