ପୋଷ୍ଟ କରାଯିବା ଦିନାଙ୍କ:
06 JUL 2024 1:25PM by PIB Bhubaneswar
ମିଜୋରାମ ମୁଖ୍ୟମନ୍ତ୍ରୀ ଶ୍ରୀ ଲାଲଡୁହୋମା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ ହୋଇଛି:
“ମିଜୋରାମ ମୁଖ୍ୟମନ୍ତ୍ରୀ ଶ୍ରୀ @Lal_Duhoma ପ୍ରଧାନମନ୍ତ୍ରୀ @narendramodi ଙ୍କୁ ଭେଟିଛନ୍ତି ।”
SR