ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 07 JUL 2024 8:31AM by PIB Bhubaneshwar

 

ମହାପ୍ରଭୁଙ୍କ ଜଗନ୍ନାଥଙ୍କ ରଥଯାତ୍ରା ଅବସରରେ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

ଶ୍ରୀ ମୋଦୀ ଏକ୍ସରେ ପୋଷ୍ଟ କରିଛନ୍ତି:

ପବିତ୍ର ରଥଯାତ୍ରା ଆରମ୍ଭ ଅବସରରେ ଶୁଭେଚ୍ଛା ଆମେ ମହାପଭୁଙ୍କ ନିକଟରେ ମୁଣ୍ଡ ନୁଆଁଉଛୁ ଏବଂ ଆମ ଉପରେ ସର୍ବଦା ତାଙ୍କ ଆଶୀର୍ବାଦ ରହିଥାଉ

SR


(रिलीज़ आईडी: 2031409) आगंतुक पटल : 103
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Hindi_MP , Marathi , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam