ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମସ୍କୋରେ ‘ଅଜ୍ଞାତ ସୈନିକଙ୍କ ସମାଧି’ରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 09 JUL 2024 2:39PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମସ୍କୋରେଅଜ୍ଞାତ ସୈନିକଙ୍କ ସମାଧିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ସେ ସମାଧିସ୍ଥଳରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ

ଅଜ୍ଞାତ ସୈନିକଙ୍କ ସମାଧିମସ୍କୋର କ୍ରେମଲିନ୍ କାନ୍ଥରେ ଅବସ୍ଥିତ ଏକ ଯୁଦ୍ଧ ସ୍ମାରକ ଅଟେ। ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ପ୍ରାଣ ହରାଇଥିବା ସୋଭିଏତ୍ ସୈନିକମାନଙ୍କ ପାଇଁ ଏହା ଉତ୍ସର୍ଗୀକୃତ

 

 SR


(ରିଲିଜ ଆଡି: 2031810) ପରିଦର୍ଶକ କାଉଣ୍ଟର : 91