ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଗୁଜରାଟ ରାଜ୍ୟପାଳ
ପୋଷ୍ଟ କରାଯିବା ଦିନାଙ୍କ:
01 JUL 2024 1:06PM by PIB Bhubaneswar
ଗୁଜରାଟ ରାଜ୍ୟପାଳ ଶ୍ରୀ ଆଚାର୍ଯ୍ୟ ଦେବବ୍ରତ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ ହୋଇଛି:
“ଗୁଜରାଟ ରାଜ୍ୟପାଳ ଶ୍ରୀ ଆଚାର୍ଯ୍ୟ ଦେବବ୍ରତ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି @narendramodi।”
SR
(ରିଲିଜ ଆଡି: 2032085)
ପରିଦର୍ଶକ କାଉଣ୍ଟର : 100
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Hindi_MP
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam