ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ବିଶିଷ୍ଟ ଅର୍ଥନୀତିଜ୍ଞଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 11 JUL 2024 8:42PM by PIB Bhubaneshwar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୀତି ଆୟୋଗରେ ବିଶିଷ୍ଟ ଅର୍ଥନୀତିଜ୍ଞମାନଙ୍କ ସହ ଆଲୋଚନା କରିଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି -

ଆଜି ବିଶିଷ୍ଟ ଅର୍ଥନୀତିଜ୍ଞମାନଙ୍କ ସହ ଆଲୋଚନା କରିବା ସହ ଅଭିବୃଦ୍ଧିକୁ ଆଗକୁ ବଢ଼ାଇବା ଦିଗରେ ସେମାନଙ୍କ ବିଚାର ଶୁଣିଲି

****

SSP


(ରିଲିଜ ଆଡି: 2032615) ପରିଦର୍ଶକ କାଉଣ୍ଟର : 85