ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ନେପାଳର ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତ ହୋଇଥିବାରୁ କେ ପି ଶର୍ମା ଓଲିଙ୍କୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଭିନନ୍ଦନ

प्रविष्टि तिथि: 15 JUL 2024 11:39AM by PIB Bhubaneshwar

ନେପାଳର ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତ ହୋଇଥିବାରୁ ଶ୍ରୀ କେ ପି ଶର୍ମା ଓଲିଙ୍କୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି । ଭାରତ ଓ ନେପାଳ ମଧ୍ୟରେ ବନ୍ଧୁତ୍ୱକୁ ସୁଦୃଢ଼ କରିବା ସହ ପାରସ୍ପରିକ ଉପଯୋଗୀ ସହଯୋଗିତା ଉପରେ ମିଳିତ ଭାବେ କାର୍ଯ୍ୟ କରିବାକୁ ସେ ଆଶା ପ୍ରକଟ କରିଛନ୍ତି ।

ଶ୍ରୀ ମୋଦୀ ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି:

“ଅଭିନନ୍ଦନ @kpsharmaoli ନେପାଳର ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତ ହୋଇଥିବାରୁ । ଭାରତ ଓ ନେପାଳର ଜନସାଧାରଣଙ୍କ ପ୍ରଗତି ଓ ସମୃଦ୍ଧତା ପାଇଁ ଦୁଇ ଦେଶ ମଧ୍ୟରେ ଥିବା ଗୁଢ଼ ବନ୍ଧୁତ୍ୱକୁ ସୁଦୃଢ଼ କରିବା ସହ ପାରସ୍ପରିକ ଉପଯୋଗୀ ସହଯୋଗିତାକୁ ଆଗେଇ ନେବା ପାଇଁ ମିଳିତ ଭାବେ କାର୍ଯ୍ୟ କରିବା ବୋଲି ଆଶା କରୁଛି ।@PM_nepal ”

SR


(रिलीज़ आईडी: 2033231) आगंतुक पटल : 101
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Hindi_MP , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam