ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ କର୍ଣ୍ଣାଟକ ରାଜ୍ୟପାଳ

Posted On: 12 JUL 2024 5:53PM by PIB Bhubaneshwar

କର୍ଣ୍ଣାଟକ ରାଜ୍ୟପାଳ ଶ୍ରୀ ଥାୱରଚନ୍ଦ ଗେହଲଟ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ ହୋଇଛି:

“କର୍ଣ୍ଣାଟକ ରାଜ୍ୟପାଳ, ଶ୍ରୀ @TCGEHLOT ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି @narendramodi।”

SR

   



(Release ID: 2033233) Visitor Counter : 8