ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 15 JUL 2024 12:12PM by PIB Bhubaneswar

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଶ୍ରୀ ହେମନ୍ତ ସୋରେନ୍ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;

“ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଶ୍ରୀ @HemantSorenJMM ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି @narendramodi। @JharkhandCMO”

SR


(ରିଲିଜ ଆଡି: 2033269) ପରିଦର୍ଶକ କାଉଣ୍ଟର : 108