ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ତାମିଲନାଡୁ ରାଜ୍ୟପାଳ

प्रविष्टि तिथि: 16 JUL 2024 12:48PM by PIB Bhubaneshwar

ତାମିଲନାଡୁର ରାଜ୍ୟପାଳ ଶ୍ରୀ ଆର୍‌. ଏନ୍‌. ରବି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;

“ତାମିଲ୍‌ନାଡୁର ରାଜ୍ୟପାଳ ଶ୍ରୀ ଆର୍‌. ଏନ୍‌. ରବି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।”

 

SR   


(रिलीज़ आईडी: 2033642) आगंतुक पटल : 81
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Hindi_MP , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam