ପୋଷ୍ଟ କରାଯିବା ଦିନାଙ୍କ:
16 JUL 2024 12:45PM by PIB Bhubaneswar
ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ସୁଖବିନ୍ଦର ସିଂ ସୁଖୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ସୁଖବିନ୍ଦର ସିଂ ସୁଖୁ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି ।”
SR