ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ହରିଆନା ମୁଖ୍ୟମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
19 JUL 2024 8:09PM by PIB Bhubaneshwar
ହରିଆନା ମୁଖ୍ୟମନ୍ତ୍ରୀ ଶ୍ରୀ ନାୟବ ସିଂ ସାଇନି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି;
“ହରିଆନା ମୁଖ୍ୟମନ୍ତ୍ରୀ ଶ୍ରୀ @NayabSainiBJP ପ୍ରଧାନମନ୍ତ୍ରୀ @narendramodi ଙ୍କୁ ଭେଟିଛନ୍ତି ।”
SR
(ରିଲିଜ ଆଡି: 2035892)
ପରିଦର୍ଶକ କାଉଣ୍ଟର : 84
ଏହି ରିଲିଜ ପଢନ୍ତୁ :
English
,
Urdu
,
हिन्दी
,
Marathi
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam