ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଗୁରୁପୂର୍ଣ୍ଣିମାରେ ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
प्रविष्टि तिथि:
21 JUL 2024 10:21AM by PIB Bhubaneshwar
ପବିତ୍ର ଗୁରୁପୂର୍ଣ୍ଣିମା ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଏକ ଏକ୍ସ ପୋଷ୍ଟରେ ସେ କହିଛନ୍ତି;
“ପବିତ୍ର ପର୍ବ ଗୁରୁପୂର୍ଣ୍ଣିମାରେ ସମସ୍ତ ଦେଶବାସୀଙ୍କୁ ଅନେକ ଅନେକ ଶୁଭକାମନା” ।
SR
(रिलीज़ आईडी: 2035896)
आगंतुक पटल : 70
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Hindi_MP
,
Bengali
,
Manipuri
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam