ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ସିକ୍କିମ ରାଜ୍ୟପାଳ

Posted On: 18 JUL 2024 9:35PM by PIB Bhubaneshwar

ସିକ୍କିମ ରାଜ୍ୟପାଳ ଶ୍ରୀ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ୍ସରେ ପୋଷ୍ଟ କରିଛି:

ସିକ୍କିମ୍ ରାଜ୍ୟପାଳ ଶ୍ରୀ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

***

SSP


(Release ID: 2036242)