ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପୂର୍ବତନ ସାଂସଦ ପ୍ରଭାତ ଝାଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀଙ୍କ ଶୋକ

प्रविष्टि तिथि: 26 JUL 2024 1:05PM by PIB Bhubaneshwar

 

ପୂର୍ବତନ ସାଂସଦ ଶ୍ରୀ ପ୍ରଭାତ ଝାଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି

ଏହି ଅବସରରେ ପ୍ରଧାନମନ୍ତ୍ରୀ ତାଙ୍କର ସାଂଗଠନିକ କାର୍ଯ୍ୟକୁ ମନେ ପକାଇବା ସହ ସାମ୍ବାଦିକତା କ୍ଷେତ୍ର ପ୍ରତି ତାଙ୍କର ଅବଦାନକୁ ଦୋହରାଇ ଥିଲେ

SR


(रिलीज़ आईडी: 2037728) आगंतुक पटल : 66
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Hindi_MP , Marathi , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam