ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମହିଳା ୧୦ ମିଟର ଏୟାର ପିସ୍ତଲ ପ୍ରତିଯୋଗିତାରେ କାଂସ୍ୟ ପଦକ ଜିତିଥିବା ମନୁ ଭାକରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

प्रविष्टि तिथि: 28 JUL 2024 4:31PM by PIB Bhubaneshwar

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ର ମହିଳା ୧୦ ମିଟର ଏୟାର ପିସ୍ତଲ ପ୍ରତିଯୋଗିତାରେ କାଂସ୍ୟ ପଦକ ଜିତିଥିବା ମନୁ ଭାକରଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସରେ ଏକ ପୋଷ୍ଟ କରି ଲେଖିଛନ୍ତି : 

‘‘ଏକ ଐତିହାସିକ ପଦକ! ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ରେ ଭାରତ ପାଇଁ ପ୍ରଥମ ପଦକ ଜିତିଥିବାରୁ ସାବାସ୍‌, @realmanubhaker! କାଂସ୍ୟ ପଦକ ପାଇଁ ଅଭିନନ୍ଦନ।ପ୍ରଥମ ମହିଳା ଭାବେ ଭାରତ ପାଇଁ ଶୁଟିଂରେ ଏକ ପଦକ ଜିତିଥିବାରୁ ଏହି ସଫଳତା ଆହୁରି ଅଧିକ ସ୍ୱତନ୍ତ୍ର ହୋଇପାରିଛି । ଏକ ଉଲ୍ଲେଖନୀୟ ସଫଳତା !#Cheer4Bharat”

 

********

P.S.

 


(रिलीज़ आईडी: 2038147) आगंतुक पटल : 90
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Hindi_MP , Marathi , Bengali , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam