ପୋଷ୍ଟ କରାଯିବା ଦିନାଙ୍କ:
03 AUG 2024 9:38PM by PIB Bhubaneswar
ସିକ୍କିମ୍ର ରାଜ୍ୟପାଳ ଶ୍ରୀ ଓମ୍ ପ୍ରକାଶ ମାଥୁର୍ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ସିକ୍କିମ୍ର ରାଜ୍ୟପାଳ ଶ୍ରୀ ଓମ୍ ପ୍ରକାଶ ମାଥୁର୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।”
SR