ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍ ଡି ଦେବେଗୌଡାଙ୍କ ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ପରିଦର୍ଶନରେ ଖୁସି ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
03 AUG 2024 10:17PM by PIB Bhubaneshwar
ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଏଚ୍ ଡି ଦେବେଗୌଡା ଆଜି ରାଷ୍ଟ୍ରୀୟ ରାଜଧାନୀରେ ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ପରିଦର୍ଶନ କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଖୁସି ପ୍ରକାଶ କରିଛନ୍ତି।
ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଏକ୍ସର ଏକ ପୋଷ୍ଟର ଉତ୍ତର ଦେଇ ଶ୍ରୀ ମୋଦୀ ପୋଷ୍ଟ କରିଛନ୍ତି;
“ଆମର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ସମ୍ମାନନୀୟ ରାଜନେତା, ଶ୍ରୀ ଏଚ୍ ଡି ଦେବେଗୌଡା ପ୍ରଧାନମନ୍ତ୍ରୀ ସଂଗ୍ରହାଳୟ ପରିଦର୍ଶନ କରିବା ଅତ୍ୟନ୍ତ ହୃଦୟସ୍ପର୍ଶୀ, ଯେଉଁଠାରେ ସେ ନିଜେ ବିଶେଷ ଭାବରେ ସ୍ଥାନ ପାଇଛନ୍ତି।”
SR
(रिलीज़ आईडी: 2041329)
आगंतुक पटल : 65
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Hindi_MP
,
Marathi
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam