ପୋଷ୍ଟ କରାଯିବା ଦିନାଙ୍କ:
03 AUG 2024 9:34PM by PIB Bhubaneswar
ରାଜସ୍ଥାନର ରାଜ୍ୟପାଳ ଶ୍ରୀ ହରିଭାଉ କିଶନରାଓ ବାଗ୍ଡେ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ରାଜସ୍ଥାନର ରାଜ୍ୟପାଳ ଶ୍ରୀ ହରିଭାଉ କିଶନରାଓ ବାଗ୍ଡେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।”
SR