ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
                
                
                
                
                
                    
                    
                        ଜାତୀୟ ହସ୍ତତନ୍ତ ଦିବସରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
                    
                    
                        
                    
                
                
                    Posted On:
                07 AUG 2024 10:14AM by PIB Bhubaneshwar
                
                
                
                
                
                
                ଜାତୀୟ ହସ୍ତତନ୍ତ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଭାରତୀୟ କାରିଗରମାନଙ୍କର ଉଦ୍ୟମକୁ ପ୍ରଶଂସା କରିବା ସହ ସେ ‘ଭୋକାଲ୍ ଫର୍ ଲୋକାଲ୍’ ପଦକ୍ଷେପ ପ୍ରତି ସରକାରଙ୍କ ପ୍ରତିବଦ୍ଧତାକୁ ଦୋହରାଇଛନ୍ତି ।
ଏକ୍ସର ଏକ ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି;
“ଜାତୀୟ ହସ୍ତତନ୍ତ ଦିବସରେ ଶୁଭେଚ୍ଛା । ଆମ ଦେଶର ସମୃଦ୍ଧ ଐତିହ୍ୟ ଏବଂ ହସ୍ତତନ୍ତର ଜୀବନ୍ତ ପରମ୍ପରା ପାଇଁ ଆମେ ଗର୍ବ ଅନୁଭବ କରୁଛୁ । ଆମେ ମଧ୍ୟ ଆମର କାରିଗରମାନଙ୍କର ଉଦ୍ୟମକୁ ପ୍ରଶଂସା କରୁଛୁ ଏବଂ ‘ଭୋକାଲ୍ ଫର୍ ଲୋକାଲ୍’ହେବା ପାଇଁ ଆମର ପ୍ରତିବଦ୍ଧତାକୁ ଦୋହରାଇଛୁ ।”
 
SR     
                
                
                
                
                
                (Release ID: 2042557)
                Visitor Counter : 84
                
                
                
                    
                
                
                    
                
                Read this release in: 
                
                        
                        
                            English 
                    
                        ,
                    
                        
                        
                            Urdu 
                    
                        ,
                    
                        
                        
                            हिन्दी 
                    
                        ,
                    
                        
                        
                            Hindi_MP 
                    
                        ,
                    
                        
                        
                            Marathi 
                    
                        ,
                    
                        
                        
                            Bengali 
                    
                        ,
                    
                        
                        
                            Manipuri 
                    
                        ,
                    
                        
                        
                            Assamese 
                    
                        ,
                    
                        
                        
                            Punjabi 
                    
                        ,
                    
                        
                        
                            Gujarati 
                    
                        ,
                    
                        
                        
                            Tamil 
                    
                        ,
                    
                        
                        
                            Telugu 
                    
                        ,
                    
                        
                        
                            Kannada 
                    
                        ,
                    
                        
                        
                            Malayalam