ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନିଧନରେ ପ୍ରଧାନମନ୍ତ୍ରୀଙ୍କ ଶୋକ

प्रविष्टि तिथि: 08 AUG 2024 1:45PM by PIB Bhubaneshwar

 

ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କ ପରଲୋକରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି

ଶ୍ରୀ ମୋଦୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ବୁଦ୍ଧଦେବ ଭଟ୍ଟଚାର୍ଯ୍ୟଙ୍କ ପରଲୋକରେ ଦୁଃଖିତ ପ୍ରତିବଦ୍ଧତାର ସହ ରାଜ୍ୟର ସେବା କରିବା ଦିଗରେ ସେ ଥିଲେ ପ୍ରବୀଣ ରାଜନୈତିକ ବ୍ୟକ୍ତିତ୍ୱ ତାଙ୍କ ପରିବାର ନିକଟତର ଲୋକଙ୍କ ପ୍ରତି ମୋର ଗଭୀର ସମବେଦନା ଓମ୍ ଶାନ୍ତି

SR


(रिलीज़ आईडी: 2043383) आगंतुक पटल : 69
इस विज्ञप्ति को इन भाषाओं में पढ़ें: Malayalam , English , Urdu , हिन्दी , Hindi_MP , Marathi , Bengali , Manipuri , Assamese , Punjabi , Gujarati , Tamil , Telugu , Kannada