ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଭାରତ ଛାଡ଼ ଆନ୍ଦୋଳନରେ ଭାଗ ନେଇଥିବା ସଂଗ୍ରାମୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ପୋଷ୍ଟ କରାଯିବା ଦିନାଙ୍କ: 09 AUG 2024 8:58AM by PIB Bhubaneswar

ମହାତ୍ମା ଗାନ୍ଧୀଙ୍କ ନେତୃତ୍ୱରେ ଭାରତ ଛାଡ଼ ଆନ୍ଦୋଳନରେ ଅଂଶ ଗ୍ରହଣ କରିଥିବା ସଂଗ୍ରାମୀମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଶ୍ରୀ ମୋଦୀ ମଧ୍ୟ ଭାରତ ଛାଡ଼ ଆନ୍ଦୋଳନର ଏକ ଭିଡିଓ ସେୟାର କରିଛନ୍ତି

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି;

ବାପୁଙ୍କ ନେତୃତ୍ୱରେ ଭାରତ ଛାଡ଼ ଆନ୍ଦୋଳନରେ ଅଂଶ ଗ୍ରହଣ କରିଥିବା ସମସ୍ତ ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଏହା ବାସ୍ତବରେ ଆମ ସ୍ୱାଧୀନତା ସଂଗ୍ରାମରେ ଥିଲା ଐତିହାସିକ କ୍ଷଣ

SR

   


(ରିଲିଜ ଆଡି: 2043612) ପରିଦର୍ଶକ କାଉଣ୍ଟର : 100