ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 15 AUG 2024 7:05AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୭୮ତମ ସ୍ୱାଧୀନତା ଦିବସଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି ;

“ସମସ୍ତ ଦେଶବାସୀଙ୍କୁ ସ୍ୱାଧୀନତା ଦିବସର ଶୁଭକାମନା । ଜୟହିନ୍ଦ !”

 

SR


(ରିଲିଜ ଆଡି: 2045685) ପରିଦର୍ଶକ କାଉଣ୍ଟର : 96