ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପୁଡୁଚେରୀ ଲେଫ୍ଟନାଣ୍ଟ ଗଭର୍ଣ୍ଣର
प्रविष्टि तिथि:
19 AUG 2024 5:51PM by PIB Bhubaneshwar
ପୁଡୁଚେରୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ଶ୍ରୀ କେ.କୈଳାଶନାଥନ୍ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ କରାଯାଇଛି:
“ପୁଡୁଚେରୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ଶ୍ରୀ କେ.କୈଳାଶନାଥନ୍ ପ୍ରଧାନମନ୍ତ୍ରୀ @narendramodi ଙ୍କୁ ଭେଟିଛନ୍ତି ।”
SR
(रिलीज़ आईडी: 2046795)
आगंतुक पटल : 76
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Marathi
,
Manipuri
,
Bengali
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam