ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ବିଶ୍ୱ ସଂସ୍କୃତ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଶୁଭେଚ୍ଛା

प्रविष्टि तिथि: 19 AUG 2024 2:46PM by PIB Bhubaneshwar

ବିଶ୍ୱ ସଂସ୍କୃତ ଦିବସ ଅବସରରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସଂସ୍କୃତ ଭାଷାକୁ ପ୍ରୋତ୍ସାହିତ କରିବା ପ୍ରଚେଷ୍ଟାରେ ଥିବା ସମସ୍ତଙ୍କୁ ସେ ଅଭିନନ୍ଦନ ଜଣାଇଛନ୍ତି ।

ଶ୍ରୀ ମୋଦୀ ଏକ୍ସ ରେ ଏକ ପୋଷ୍ଟରେ ଲେଖିଛନ୍ତି:

विश्वसंस्कृतदिनस्य शुभाशयाः ये संस्कृतस्य अत्यन्तं अनुरागिणः सन्ति किञ्च एतस्याः श्रेष्ठभाषायाः प्रचाराय प्रयत्नशीलाः सन्ति तेषाम् अहं हार्दम् अभिनन्दामि  ”

SR


(रिलीज़ आईडी: 2046796) आगंतुक पटल : 80
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Hindi_MP , Bengali , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam