ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଜନ୍ମ ବାର୍ଷିକୀରେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
ପୋଷ୍ଟ କରାଯିବା ଦିନାଙ୍କ:
20 AUG 2024 9:04AM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
ଶ୍ରୀ ମୋଦୀ ଏକ୍ସ ରେ ପୋଷ୍ଟ କରିଛନ୍ତି:
“ଆମର ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀ ଜୀଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ଶ୍ରଦ୍ଧଞ୍ଜଳି ।”
SR
(ରିଲିଜ ଆଡି: 2046888)
ପରିଦର୍ଶକ କାଉଣ୍ଟର : 82
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Hindi_MP
,
Assamese
,
Manipuri
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam