ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ହିନ୍ଦୀ ଶିଖୁଥିବା ୟୁକ୍ରେନ ଛାତ୍ରଛାତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ
ପୋଷ୍ଟ କରାଯିବା ଦିନାଙ୍କ:
23 AUG 2024 6:33PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କିଭ୍ ସ୍ଥିତ ସ୍କୁଲ ଅଫ୍ ଓରିଏଣ୍ଟାଲ ଷ୍ଟଡିଜ୍ ରେ ହିନ୍ଦୀ ଭାଷା ଶିଖୁଥିବା ୟୁକ୍ରେନର ଛାତ୍ରଛାତ୍ରୀଙ୍କ ସହ ବାର୍ତ୍ତାଳାପ କରିଛନ୍ତି ।
ଦୁଇ ଦେଶର ଲୋକମାନଙ୍କ ମଧ୍ୟରେ ପାରସ୍ପରିକ ବୁଝାମଣାକୁ ପ୍ରୋତ୍ସାହିତ କରିବାରେ ଛାତ୍ରଛାତ୍ରୀଙ୍କ ବୃତ୍ତି ଏବଂ ସେମାନଙ୍କ ଅବଦାନକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ । ଭାରତୀୟ ସଂସ୍କୃତି ଓ ଇତିହାସକୁ ୟୁକ୍ରେନର ଲୋକଙ୍କ ନିକଟତର କରିବା ପାଇଁ ସେମାନଙ୍କ ପ୍ରୟାସକୁ ମଧ୍ୟ ସେ ପ୍ରଶଂସା କରିଥିଲେ ।
***
SSP
(ରିଲିଜ ଆଡି: 2048329)
ପରିଦର୍ଶକ କାଉଣ୍ଟର : 89
ଏହି ରିଲିଜ ପଢନ୍ତୁ :
Tamil
,
English
,
Urdu
,
Marathi
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Telugu
,
Kannada
,
Malayalam