ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ନେପାଳର ତନହୁନରେ ହୋଇଥିବା ବସ୍ ଦୁର୍ଘଟଣାର ପୀଡିତଙ୍କ ପାଇଁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

ପୋଷ୍ଟ କରାଯିବା ଦିନାଙ୍କ: 24 AUG 2024 2:51PM by PIB Bhubaneswar

 

ନେପାଳର ତନହୁନ ଜିଲ୍ଲାରେ ହୋଇଥିବା ବସ୍ ଦୁର୍ଘଟଣାର ପୀଡିତମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସହାୟତା ରାଶି ଘୋଷଣା କରିଛନ୍ତି ପିଏମ୍ଏନ୍ଆର୍ଏଫ୍ରୁ ପ୍ରତ୍ୟେତ ମୃତକଙ୍କ ପରିବାରବର୍ଗଙ୍କୁ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଦିଆଯିବ

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି ଯେ;

ନେପାଳର ତନହୁନ ଜିଲ୍ଲାରେ ହୋଇଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପରିବାରବର୍ଗଙ୍କ ପାଇଁ ପ୍ରଧାନମନ୍ତ୍ରୀ ପିଏମ୍ଏନ୍ଆର୍ରୁ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ଆହତମାନଙ୍କୁ ୫୦ ହଜାର ଟଙ୍କା ଦିଆଯିବ

 

SR


(ରିଲିଜ ଆଡି: 2048632) ପରିଦର୍ଶକ କାଉଣ୍ଟର : 77