ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଜନ୍ମାଷ୍ଟମୀ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 26 AUG 2024 8:16AM by PIB Bhubaneshwar

ପବିତ୍ର ଜନ୍ମାଷ୍ଟମୀର ଶୁଭ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଏକ୍ସର ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଆପଣ ସମସ୍ତଙ୍କୁ ଜନ୍ମାଷ୍ଟମୀର ଶୁଭକାମନା । ଜୟ ଶ୍ରୀ କୃଷ୍ଣ !”

 

SR     


(रिलीज़ आईडी: 2048843) आगंतुक पटल : 76
इस विज्ञप्ति को इन भाषाओं में पढ़ें: Telugu , English , Urdu , Marathi , हिन्दी , Hindi_MP , Bengali , Assamese , Manipuri , Punjabi , Gujarati , Tamil , Kannada , Malayalam