ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ତେଲୁଗୁ ଭାଷା ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 29 AUG 2024 3:15PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତେଲୁଗୁ ଭାଷା ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ସେ ମଧ୍ୟ ତେଲୁଗୁ ଭାଷାକୁ ଅଧିକ ଲୋକପ୍ରିୟ କରିବା ଦିଗରେ କାର୍ଯ୍ୟ କରୁଥିବା ସମସ୍ତଙ୍କୁ ପ୍ରଶଂସା କରିଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;

తెలుగు భాషా దినోత్సవ శుభాకాంక్షలు. ఇది నిజంగా చాలా గొప్ప భాష, భారతదేశంలోనే కాకుండా ప్రపంచవ్యాప్తంగా తనదైన ముద్ర వేసింది. తెలుగును మరింత ప్రాచుర్యంలోకి తెచ్చేందుకు కృషి చేస్తున్న వారందరినీ అభినందిస్తున్నాను.”

SR      


(रिलीज़ आईडी: 2049853) आगंतुक पटल : 64
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam