ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ପ୍ରଧାନମନ୍ତ୍ରୀ ଶୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ନାଗାଲାଣ୍ଡ ରାଜ୍ୟପାଳ

Posted On: 29 AUG 2024 12:41PM by PIB Bhubaneshwar

ନାଗାଲାଣ୍ଡ ରାଜ୍ୟପାଳ ଶ୍ରୀ ଲା ଗଣେଶନ୍ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:

“ନାଗାଲାଣ୍ଡ ରାଜ୍ୟପାଳ ଶ୍ରୀ ଲା ଗଣେଶନ୍ ପ୍ରଧାନମନ୍ତ୍ରୀ @narendramodi ଙ୍କୁ ଭେଟିଛନ୍ତି ।”

SR



(Release ID: 2049855) Visitor Counter : 10