ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ
Posted On:
01 SEP 2024 3:06PM by PIB Bhubaneshwar
ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନଲାଲ ଶର୍ମା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ କରାଯାଇଛି:
“ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନଲାଲ ଶର୍ମା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।”
SR
(Release ID: 2050730)
Visitor Counter : 29
Read this release in:
English
,
Urdu
,
Hindi
,
Marathi
,
Bengali
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam