ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ପାରାଲିମ୍ପିକ୍ସରେ ଜାଭେଲିନ୍ ଇଭେଣ୍ଟ୍ରେ ସ୍ୱର୍ଣ୍ଣ ପଦକ ବିଜୟୀ ସୁମିତ୍ ଅଣ୍ଟିଲ୍ଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ପୋଷ୍ଟ କରାଯିବା ଦିନାଙ୍କ:
03 SEP 2024 12:01AM by PIB Bhubaneswar
ପ୍ୟାରିସ ପାରାଲିମ୍ପିକ୍ସରେ ପୁରୁଷ ଜାଭେଲିନ୍ ଏଫ୍୬୪ ଇଭେଣ୍ଟ୍ରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଥ୍ଲେଟ୍ ସୁମିତ୍ ଅଣ୍ଟିଲ୍ଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ଶ୍ରୀ ମୋଦୀ ଏକ୍ସରେ ପୋଷ୍ଟ କରିଛନ୍ତି;
‘ସୁମିତଙ୍କର ଅସାଧାରଣ ପ୍ରଦର୍ଶନ ! ପୁରୁଷ ଜାଭଲିନ୍ ଏଫ୍୬୪ ଇଭେଣ୍ଟ୍ରେ ସ୍ୱର୍ଣ୍ଣ ପଦକ ଜିତିବା ପାଇଁ ତାଙ୍କୁ ଅଭିନନ୍ଦନ ! ସେ ଅସାଧାରଣ ଧର୍ଯ୍ୟ ଏବଂ ଉତ୍କର୍ଷତା ପ୍ରଦର୍ଶନ କରିଛନ୍ତି । ତାଙ୍କର ଆଗାମୀ ପ୍ରୟାସ ପାଇଁ ତାଙ୍କୁ ଶୁଭେଚ୍ଛା । @sumit_javelin #Cheer4Bharat”
SR
(ରିଲିଜ ଆଡି: 2051236)
ପରିଦର୍ଶକ କାଉଣ୍ଟର : 78
ଏହି ରିଲିଜ ପଢନ୍ତୁ :
Telugu
,
English
,
Urdu
,
हिन्दी
,
Hindi_MP
,
Marathi
,
Manipuri
,
Bengali-TR
,
Bengali
,
Assamese
,
Punjabi
,
Gujarati
,
Tamil
,
Kannada
,
Malayalam