ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ବ୍ରୋଞ୍ଜ ପଦକ ଜିତିଥିବାରୁ ସୁନ୍ଦର ସିଂହଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
Posted On:
04 SEP 2024 10:25AM by PIB Bhubaneshwar
ପ୍ୟାରିସ ପାରାଲିମ୍ପିକ୍ସ ୨୦୨୪ରେ ପୁରୁଷ ଜାଭେଲିନ୍ ଥ୍ରୋ ଏଫ୍୪୬ରେ ବ୍ରୋଞ୍ଜ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସୁନ୍ଦର ସିଂହ ଗୁର୍ଜର୍ଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;
“ସୁନ୍ଦର ସିଂହ ଗୁର୍ଜରଙ୍କ ଅଦ୍ଭୂତ ପ୍ରଦର୍ଶନ, ପାରାଲିମ୍ପିକ୍ସ ୨୦୨୪ରେ ପୁରୁଷ ଜାଭେଲିନ୍ ଥ୍ରୋ ଏଫ୍୪୬ରେ ବ୍ରୋଞ୍ଜ ମେଡାଲ୍ ଘରକୁ ଆଣିଛନ୍ତି ! ତାଙ୍କର ଉତ୍ସର୍ଗୀକୃତ ଉଦ୍ୟମ ଓ ଉତ୍ସାହ ଅଭୂତପୂର୍ବ । ତାଙ୍କର ଏହି ସଫଳତା ପାଇଁ ଅଭିନନ୍ଦନ ! #Cheer4Bharat”
SR
(Release ID: 2051732)
Visitor Counter : 36
Read this release in:
English
,
Urdu
,
Marathi
,
Hindi
,
Hindi_MP
,
Manipuri
,
Assamese
,
Bengali
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam