ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ

ଗଣେଶ ଚତୁର୍ଥୀ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

Posted On: 07 SEP 2024 9:00AM by PIB Bhubaneshwar

 

ଗଣେଶ ଚତୁର୍ଥୀ ଅବସରରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

ସମସ୍ତ ଦେଶବାସୀଙ୍କୁ ଗଣେଶ ଚତୁର୍ଥୀର ହାର୍ଦ୍ଦିକ ଶୁଭକାମନା ଗଣପତି ବାପ୍ପା ମୋରିୟା!”

SR



(Release ID: 2052860) Visitor Counter : 12