ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଉତ୍ତର ପ୍ରଦେଶର ହଥରସ ଦୁର୍ଘଟଣା ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ



ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ଘୋଷଣା

प्रविष्टि तिथि: 06 SEP 2024 8:45PM by PIB Bhubaneshwar

 

ଉତ୍ତର ପ୍ରଦେଶର ହଥରସ ଦୁର୍ଘଟଣା ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଦୁର୍ଘଟଣାର ଆହତମାନଙ୍କ ଆଶୁ ଆରୋଗ୍ୟ କାମନା ମଧ୍ୟ କରିଛନ୍ତି ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ ପ୍ରତି ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ଲକ୍ଷ ଟଙ୍କା ଲେଖାଏଁ ଏବଂ ଆହତ ମାନଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

ଉତ୍ତର ପ୍ରଦେଶର ହଥରସରେ ହୋଇଥିବା ଦୁର୍ଘଟଣା ଅତ୍ୟନ୍ତ ପୀଡ଼ାଦାୟକ ଦୁର୍ଘଟଣାରେ ଯେଉଁମାନେ ନିଜ ସମ୍ପର୍କୀୟଙ୍କୁ ହରାଇଛନ୍ତି ସେମାନଙ୍କ ପାଇଁ ମୋର ଗଭୀର ସମବେଦନା ଏହି ଘଡ଼ିସନ୍ଧି ସମୟରେ ଭଗବାନ ସେମାନଙ୍କୁ ସାହାସ ଦିଅନ୍ତୁ ଏଥିସହ ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ ଆଶୁ ଆରୋଗ୍ୟ କାମନା କରୁଛି ରାଜ୍ୟ ସରକାରଙ୍କ ତଦାରଖରେ ସ୍ଥାନୀୟ ପ୍ରଶାସନ ପ୍ରଭାବିତଙ୍କୁ ଯଥାସମ୍ଭବ ସହାୟତା କରୁଛି: ପ୍ରଧାନମନ୍ତ୍ରୀ @narendramodi”

ଉତ୍ତର ପ୍ରଦେଶର ହଥରସ ଦୁର୍ଘଟଣାରେ ପ୍ରଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ଲକ୍ଷ ଟଙ୍କା ଲେଖାଏଁ ଏବଂ ଆହତମାନଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଘୋଷଣା କରାଯାଇଛି

SR


(रिलीज़ आईडी: 2052863) आगंतुक पटल : 48
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Assamese , Bengali , Punjabi , Gujarati , Tamil , Telugu , Kannada , Malayalam