ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav g20-india-2023

ନୂଆଁଖାଇର ହାର୍ଦ୍ଦିକ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

Posted On: 08 SEP 2024 2:08PM by PIB Bhubaneshwar

 

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କୃଷିଭିତ୍ତିକ ପର୍ବ ନୂଆଁଖାଇ ଅବସରରେ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି

ଶ୍ରୀ ମୋଦୀ ଦେଶର ଚାଷୀଙ୍କ ପ୍ରତି କୃତଜ୍ଞତା ବ୍ୟକ୍ତ କରିଛନ୍ତି

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

‘‘ନୂଆଁଖାଇ ଜୁହାର୍!

ନୂଆଁଖାଇର ବିଶେଷ ଅବସରରେ ମୋର ଶୁଭେଚ୍ଛା l ଆମର ପରିଶ୍ରମୀ ଚାଷୀ ମାନଙ୍କୁ ଆମେ କୃତଜ୍ଞତା ଜଣାଉଛୁ ଏବଂ ଆମ ସମାଜ ପ୍ରତି ସେମାନଙ୍କ ଯୋଗଦାନକୁ ପ୍ରସଂଶା କରୁଛୁ l ସମସ୍ତଙ୍କ ସୁଖ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି l’’

 

************

P.S.



(Release ID: 2053022) Visitor Counter : 41