ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ହିନ୍ଦୀ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
14 SEP 2024 9:21AM by PIB Bhubaneshwar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶବାସୀଙ୍କୁ ହିନ୍ଦୀ ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।
ଏକ୍ସରେ ଏକ ବାର୍ତ୍ତା ଦେଇ ଶ୍ରୀ ମୋଦୀ ଲେଖିଛନ୍ତି:
“ସମସ୍ତ ଦେଶବାସୀଙ୍କୁ ହିନ୍ଦୀ ଦିବସର ଅନେକ ଶୁଭକାମନା ।”
SR
(रिलीज़ आईडी: 2054857)
आगंतुक पटल : 73
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Manipuri
,
Assamese
,
Bengali
,
Bengali-TR
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam