ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଗୁଜରାଟର ଦେହଗାମ ଅଞ୍ଚଳରେ ବୁଡ଼ିଯିବା ଘଟଣାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହାୟତା ଘୋଷଣା

प्रविष्टि तिथि: 14 SEP 2024 2:25PM by PIB Bhubaneshwar

ଗୁଜରାଟର ଦେହଗାମ ଅଞ୍ଚଳରେ ବୁଡ଼ିଯିବା ଘଟଣାରେ ପୀଡ଼ିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ କରାଯାଇଛି:

“ଗୁଜରାଟର ଦେହଗାମ ଠାରେ ବୁଡ଼ିଯିବା ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ  ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ସକାଶେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି । ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ ।”

SR


(रिलीज़ आईडी: 2055004) आगंतुक पटल : 65
इस विज्ञप्ति को इन भाषाओं में पढ़ें: Assamese , English , Urdu , Marathi , हिन्दी , Bengali , Manipuri , Punjabi , Gujarati , Tamil , Telugu , Kannada , Malayalam